ରାଜ୍ୟରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ

0
334

ଭୁବନେଶ୍ୱର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ ପ୍ରଥମ ମୃତ୍ୟୁ ଘଟିଛି । ୭୨ ବର୍ଷୀୟ ବ୍ୟକ୍ତିଙ୍କ ଘର ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ, ଏପ୍ରିଲ ୪ରେ ସେ କରୋନା ରୋଗରେ ଆକ୍ରାନ୍ତ ହୋଇ ଏମ୍ସରେ ଭର୍ତି ହୋଇଥିଲେ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ପ୍ରାଣ ହରାଇଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here