ଭୁବନେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୪୧କୁ ବୃଦ୍ଧି

0
372

ଭୁବନେଶ୍ୱର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରାଜ୍ୟ ତଥା ଭୁବନେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ଆକ୍ରାନ୍ତଙ୍କୁ ୪୫ ବର୍ଷ ବୟସ ହୋଇଥିବା ବେଳେ ତାଙ୍କ ଘର ଭୁବନେଶ୍ବର ୟୁନିଟ୍-୪ର ମଧୁସୁଦନ ନଗରରେ ବୋଲି ଜଣାପଡିଛି । ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here