ଶିକ୍ଷାନୁଷ୍ଠାନ ଜୁନ୍ ୧୭ଯାଏଁ ବନ୍ଦ

0
344

ଭୁବନେଶ୍ୱର(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : କରୋନା ମହାମାରୀ ଦେଶରେ ବଢ଼ୁଥିବାରୁ ଆଜି ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ନେଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହେଉଛି ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଲକ୍ଡାଉନ୍ ବୃଦ୍ଧି ପାଇଲା । ଏଥି ସହିତ ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲକ୍ଡାଉନ୍ ଅବଧିକୁ ବୃଦ୍ଧି କରିବା ସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଜୁନ୍ ୧୭ ଯାଏଁ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

LEAVE A REPLY

Please enter your comment!
Please enter your name here