୭ କରୋନା ପଜେଟିଭ ;ଆକ୍ରାନ୍ତଙ୍କ ସଂଖ୍ୟା ୧୧୮

0
494

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଁଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ ଓ ଭଦ୍ରକରୁ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛି । ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଓ ଭଦ୍ରକରେ ୧୯କୁ ବୃଦ୍ଧି ପାଇଛି ।ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବଢ଼ିବା ସରକାରଙ୍କ ପାଇଁ ମୁଣ୍ଡବନ୍ଧାର କାରଣ ପାଲଟିଛି ।

LEAVE A REPLY

Please enter your comment!
Please enter your name here