ଗଞ୍ଜାମରେ ୨ କରୋନା ପଜିଟିଭ ଚିହ୍ନଟ

0
472

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ):ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି। ଏଥିସହିତ ନୂତନ ସଂକ୍ରମିତ ଜିଲ୍ଲା ତାଲିକାରେ ସାମିଲ ହୋଇଛି ଗଞ୍ଜାମ।

LEAVE A REPLY

Please enter your comment!
Please enter your name here