ଗଞ୍ଜାମରୁ ଆଉ ଜଣେ କରୋନା ପଜିଟିଭ; ରାଜ୍ୟରେ ମୋଟ ସଂକ୍ରମିତ ୧୭୦

0
540

ଭୁବନେଶ୍ବର(ନ୍ୟୁଜଏକ୍ସଟ୍ରା ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହା ସହ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି ଏବଂ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି ।ଗତ ବିଳମ୍ବିତ ରାତିରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ​ମିଳିଛି।ଏବେ ରାଜ୍ୟରେ ୧୦୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ।ଏହି ନୂଆ ଆକ୍ରାନ୍ତ ସୁରଟ ଫେରନ୍ତା କି ନାହିଁ ତାହା ସ୍ପଷ୍ଠ ହୋଇନାହିଁ ।

LEAVE A REPLY

Please enter your comment!
Please enter your name here