ପୁଣି ୨୫ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୨୭୧

0
369

ଭୁବନେଶ୍ୱର(ନ୍ୟୁଜ ଏକ୍ସଟ୍ରା ବ୍ୟୁରୋ):ରାଜ୍ୟରେ ଆଉ ୨୫ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଂଚିଛି । ତେବେ ଏମାନଙ୍କ ମଧ୍ୟରୁ ୨୪ଜଣ ଗଞ୍ଜାମର ହୋଇଥିବାବେଳେ ଆଉ ଜଣେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here