ପୁଣି ୧୭ ଆକ୍ରାନ୍ତ ଚିହ୍ନଟ ; ସଂକ୍ରମିତ ସଂଖ୍ୟା ୨୮୭

0
422

ଭୁବନେଶ୍ୱର:ରାଜ୍ୟରେ ପୁଣି ୧୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨,ମୁୟୁରଭଞ୍ଜ ଜିଲ୍ଳାରୁ ୩, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଗଞ୍ଜାମ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here