୪୮ ଜଣ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

0
367

ଭୁବନେଶ୍ୱର:ଆଜି ରାଜ୍ୟରେ ପୁଣି ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହେବା ଦ୍ୱାରା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ,
ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୫୨ ଥିବା ବେଳେ ୨୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୪ଜଣଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here