ବିଲ ମଧ୍ୟରୁ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର

0
421

ଭଞ୍ଜନଗର(ନ୍ୟୁଜଏକ୍ସଟ୍ରା/ନିଲୁ ବିଶୋଇ):ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଗ୍ରାମର ଲଣ୍ଡା ନାଇକ(୫୫) ଆଜି ସକାଳେ କୌଣସି କାମରେ ବିଲ କୁ ଯାଇଥିବା ବେଳେ ହଠାତ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଗାଁ ଲୋକେ ମୃତ ଦେହ ଦେଖିବା ପରେ ପୋଲିସ କୁ ଖବର ଦେଇଥିଲେ। ଅପରପକ୍ଷରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇଇଛି। ତେବେ କେଉଁ କାରଣରୁ ମୃତ୍ୟୁ ଘଟିଛି ତାହା ଅସ୍ପଷ୍ଟ ଥିବା ଜଣାପଡିଛି

LEAVE A REPLY

Please enter your comment!
Please enter your name here