ଜାମ୍ମୁ କାଶ୍ମୀରରୁ ବିମାନ ଯୋଗେ ଫେରିଲେ ୨୮୦ ପ୍ରବାସୀ l

0
339

ବେଗୁନିଆପଡା(ନ୍ୟୁଜଏକ୍ସଟ୍ରା/ଭଞ୍ଜ କିଶୋର ମହାରଣା)ଲକ ଡାଉନ ଯୋଗୁଁ ବିଭିନ୍ନ ରାଜ୍ୟରେ ଫସିରହିଥିବା ପ୍ରବାସୀ ମାନଙ୍କୁ ସରକାର ବିଭିନ୍ନ ମାଧ୍ୟମରେ ନିଜ ରାଜ୍ୟକୁ ଫେରାଇ ଆଣିବା ଜାରିରହିଥିବା ବେଳେ ଆଜି ଜାମ୍ମୁ କାଶ୍ମୀରରେ ଫସିରହିଥିବା ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସ୍ଵତନ୍ତ୍ର ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଅଣାଯାଇଛି l କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସମସ୍ତ ଶ୍ରମିକ ମାନଙ୍କୁ ସ୍ୱତନ୍ତ୍ର ବସ ଯୋଗେ ଗଞ୍ଜାମ ଜିଲ୍ଲାକୁ ପଠାଇଛନ୍ତି l

LEAVE A REPLY

Please enter your comment!
Please enter your name here