ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି

0
383

କଟକ:ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ସାବିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି ।ସେ ଜୁନ ୧୧ରେ ବିଚାରପତି ଭାବେ ଶପଥ ନେଇ ପାରନ୍ତି।ସାବିତ୍ରୀ ରଥଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। 
 

LEAVE A REPLY

Please enter your comment!
Please enter your name here