ରାଜ୍ୟରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ

0
360

ଭୁବନେଶ୍ୱର : ରାଜ୍ୟରେ ଆଜି ୧୪ଟି ଜିଲ୍ଲାରୁ ଆଉ ୧୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।ଏବେ ରାଜ୍ୟରେ ମୋଟ ୨୨୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୨ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here