ଆଜି ରାଜ୍ୟରେ ସର୍ବାଧିକ ୨୨୫ କରୋନ ଆକ୍ରାନ୍ତ ଚିହ୍ନଟ

0
433

ଭୁବନେଶ୍ୱର:ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୨୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ ୨୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।ଆଜି ସର୍ବାଧିକ କଟକ ଜିଲ୍ଲାରୁ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଜିଲ୍ଲାରୁ୧୯, ନୟାଗଡ଼ ଜିଲ୍ଲାରୁ ୭, ଢେଙ୍କାନାଳ ଜିଲ୍ଲାରୁ ୭, ବାଲେଶ୍ୱର ଜିଲ୍ଲାରୁ୨, ଅନୁଗୁଳ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୧୫, ଗଞ୍ଜାମ ଜିଲ୍ଲାରୁ ୨୦, ସୁନ୍ଦରଗଡ଼ ଜିଲ୍ଲାରୁ୧, ପୁରୀ ଜିଲ୍ଲାରୁ୧୫, ବଲାଙ୍ଗୀର ଜିଲ୍ଲାରୁ୧୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here