ଗଞ୍ଜାମର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ କରୋନା ଯୋଦ୍ଧା

0
425

ଗଞ୍ଜାମ(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) ଗଞ୍ଜାମ ଜିଲ୍ଲାର ପୁଣି ତିନିଜଣ କରୋନା ଯୋଦ୍ଧା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ଜଣେ ଶେରଗଡ଼ର ଏବଂ ଅନ୍ୟ ଦୁଇଜଣ ଚିକିଟି ବ୍ଲକର ବୋଲି ଜଣାଯାଇଛି। ଆଜି ଏନେଇ ଗଞ୍ଜାମ ଜିଲ୍ଲାପାଳ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏହାଛଡ଼ା ସାନଖେମୁଣ୍ଡି ବ୍ଲକର ଜଣେ ବ୍ୟକ୍ତି ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here