+୨ର ଅବଶିଷ୍ଟ ପରୀକ୍ଷା ବାତିଲ

0
331

ଭୁବନେଶ୍ୱର: କରୋନା ସଂକ୍ରମଣ ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷାଗୁଡ଼ିକ ବାତିଲ କରାଯାଇଛି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, କରୋନା ସ୍ଥିତି ଦେଖି ଆଉ ପରୀକ୍ଷା କରିବା ସମ୍ଭବ ନୁହେଁ । ମାର୍ଚ୍ଚ ୨୩ରୁ ୨୮ ତାରିଖ ମଧ୍ୟରେ ଥିବା ପରୀକ୍ଷାକୁ ବାତିଲ କରିଦିଆଯାଇଛି । ତେବେ ବରୀକ୍ଷା ବାତିଲ ହୋଇଥିବାରୁ ସିବିଏସଇ ଢାଞ୍ଚାରେ ମାର୍କିଂ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here