ବୀରମିତ୍ରପୁର ପୂର୍ବତନ ଆଇଆଇସି ଆନନ୍ଦ ମାଝୀ ଗିରଫ

0
336

କଟକ:ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଅନୁଗୁଳର ହଣ୍ଡପା ଅଞ୍ଚଳର ଏକ ଜଙ୍ଗଲରୁ ତାଙ୍କୁ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here