କରୋନା ନେଲା ଆଉ ୨ ଜୀବନ

0
349

ଭୁବନେଶ୍ୱର:କରୋନା ଯୋଗୁ ରାଜ୍ୟରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି।ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଗଜପତି ଜିଲ୍ଲାର। ଉଭୟ ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ।

LEAVE A REPLY

Please enter your comment!
Please enter your name here