ସିଲ ହେଲା ଗଞ୍ଜାମ-ଖୋର୍ଦ୍ଧା ସୀମା

0
321

ବ୍ରହ୍ମପୁର(ନ୍ୟୁଜ ଏକ୍ସଟ୍ରା)ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ସୀମା। ଗଞ୍ଜାମ ଜିଲ୍ଲାରୁ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ରାଜ୍ୟରେ କରୋନା ସଂକ୍ରମଣ ବଢୁଛି ।  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦଶ ହଜାର ଟପିଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଅଧିକ ସଂକ୍ରମଣ ବଢୁଛି । ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ କଡା ନିଆଯାଇଛି।

LEAVE A REPLY

Please enter your comment!
Please enter your name here