ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

0
328

ଭୁବନେଶ୍ବର:ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୫ଜଣ ପୁରୁଷ ଓ ଜଣେ ମହିଳା। ଗଞ୍ଜାମରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ଭୁବନେଶ୍ବର, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି।  ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here