ଜୁଆ ଆଡ୍ଡା ଉପରେ ଚଢ଼ାଉ ;୫ ଜୁଆଡି ଗିରଫ

0
785

ଭଞ୍ଜନଗର(ନିଲୁ ବିଷୋୟୀ) ଭଞ୍ଜନଗର ଥାନା ଅଧୀନ ସହରର ମାଲ ସାହିରେ ଶନିବାର ଅପରାହ୍ନରେ ଜୁଆ ଖେଳ ଚାଲିଥିବା ନେଇ ଭଞ୍ଜନଗର ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅତର୍କିତ ଭାବେ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରିଥିଲା । ଘଟଣା ସ୍ଥଳରୁ ପୋଲିସ ୫ଜଣ ଜୁଆଡ଼ି ଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୨୭,୫୯୦ଟଙ୍କା,୨ଟି ମୋବାଇଲ ଫୋନ ଓ ୨ଟି ତାସ ପ୍ୟାକେଟ ଜବତ ହୋଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି

LEAVE A REPLY

Please enter your comment!
Please enter your name here