କଳିଙ୍ଗା ଘାଟିରେ ଟ୍ରକ ଦୁର୍ଘଟଣା ; ୨ ଗୁରୁତର

0
553

ଭଞ୍ଜନଗର(ନିଲୁ ବିଷୋୟୀ)ଗଞ୍ଜାମ – କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଶନିବାର ରାତି ୮.୩୦ ମିନିଟ ସମୟରେ ଅନ୍ଧାରକୋଟ ନିକଟରେ ଏକ ମାଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଘାଟି ତଳକୁ ଖସି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ଡ୍ରାଇଭର ଓ ହେଲ୍ପର ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଂଚି ଉଭୟଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ଉପଖଣ୍ଡ ମେଡିକାଲ କୁ ପଠାଇଥିଲା।ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ଏହି ଦୁର୍ଘଟଣାରରେ ଜଣଙ୍କ ଗୋଡ଼ ଛିଣ୍ଡି ଯାଇଥିବା ଜଣାପଡିଛି।

LEAVE A REPLY

Please enter your comment!
Please enter your name here