ଜୁଆ ଆଡାରେ ଚଢାଉ ; ୧୪ ଗିରଫ

0
556

ଭଞ୍ଜନଗର/ସୋରଡା(ନିଲୁ ବିଷୋୟୀ) ଗଂଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ସହରର ଗୋଲା ସାହି ରେ ଜୁଆ ଖେଳ ଚାଲିଥିବା ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଅତର୍କିତ ଭାବେ ଚଢ଼ାଉ କରି ୧୪ ଜଣ ଜୁଆଡି ଙ୍କୁ ଗିରଫ କରିଛି। ଏଥି ସହିତ ସେମାନଙ୍କ ଠାରୁ ନଗଦ ୩୦୯୭୦ ଟଙ୍କା ମଧ୍ୟ ଜବତ କରାଯାଇଛି। ଏ ନେଇ କେଶ ମମ୍ବର ୨୭୮/୨୦ ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି

LEAVE A REPLY

Please enter your comment!
Please enter your name here