ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବିଭାଗ କର୍ମଚାରୀ

0
714

ଚିକିଟି ୭/୮(ନ୍ୟୁଜଏକ୍ସଟ୍ରା ବ୍ୟୁରୋ)ଗଂଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବିଭାଗ କର୍ମଚାରୀ। ଦୀର୍ଘ 5ଘଣ୍ଟାର କସରତ ପରେ ସୁରକ୍ଷିତ ଭାବେ ଫସିଥିବା ଲୋକଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ ଅଗ୍ନିଶମ ବିଭାଗ କର୍ମଚାରୀ।

LEAVE A REPLY

Please enter your comment!
Please enter your name here