ଗଂଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷଙ୍କ ଜନ ଶୁଣାଣି ଶିବିର

0
591

ଚିକିଟି ୧୩/୦୮(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଆଜି ଚିକିଟି ଠାରେ ଗଂଜାମ ଜିଲ୍ଲାପାଳଙ୍କ ସାପ୍ତାହିକ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଠାରେ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତ କୁଳାଙ୍ଗ ଚିକିଟି ବ୍ଲକର ବିଭିନ୍ନ ଅଂଚଳରୁ ଆସିଥିବା ଲୋକମାନଙ୍କ ଅଭିଯୋଗ ଶୁଣିଥିଲେ | ଅଭିଯୋଗଗୁଡିକର ସମାଧାନ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ | ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଏସପି ଶ୍ରୀ ପିନାକ ମିଶ୍ର,ଚିକିଟି ବିଡ଼ିଓ ଓ ତହସିଲଦାର ଉପସ୍ଥିତ ଥିଲେ |

LEAVE A REPLY

Please enter your comment!
Please enter your name here