ରାଜ୍ୟରେ ଉଚ୍ଛେଦ ହେଲା ଗାର୍ଡ ଅଫ୍ ଅନର ବ୍ୟବସ୍ଥା

0
672

ଭୁବନେଶ୍ୱର,୧୪/୦୮(ନ୍ୟୁଜଏକ୍ସଟ୍ରା ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଗାର୍ଡ ଅଫ୍ ଅନର ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇଛି।ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍ ଅନର୍’ ଉଚ୍ଛେଦ କରାଯାଇଛି। କିନ୍ତୁ ପୂର୍ବଭଳି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କୁ ମିଳିବ ଗାର୍ଡ ଅଫ୍ ଅନର। ସାଧାରଣତନ୍ତ୍ର ଦିବସ, ସ୍ୱାଧୀନତା ଦିବସ, ଉତ୍କଳ ଦିବସରେ କେବଳ ମୁଖ୍ୟ ଅତିଥିଙ୍କୁ ମିଳିବ ଗାର୍ଡ ଅଫ୍ ଅନର।

LEAVE A REPLY

Please enter your comment!
Please enter your name here