ସୋରାଦେବୀ ନିକଟରେ ବୋଲେରୋ – ଲୁନା ଧକ୍କା ; ଜଣେ ମୃତ

0
797

ଭଞ୍ଜନଗର (ନିଲୁ ବିଷୋୟୀ) ଭଞ୍ଜନଗର ଥାନା ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ଘଟିଛି। ଖବର ଲେଖାଯିବା ସୁଦ୍ଧା ମୃତକ ଙ୍କ ପରିଚୟ ମିଳିପାରିନାହିଁ। ସୂଚନା ମୁତାବକ ମୃତ ବ୍ୟକ୍ତି ଜଣଙ୍କ ନିଜ ଲୁନା ଗାଡିରେ ଯାଉଥିବା ବେଳେ ସୋରାଦେବୀ ମନ୍ଦିର ନିକଟରେ ବୋଲେରୋ ସହ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ପୋଲିସ ପହଂଚି ଦୁର୍ଘଟଣା ଗ୍ରସ୍ତ ଗାଡି ଜବତ କରିବା ସହ ତଦନ୍ତ ଜାରି ରଖିଛି।

LEAVE A REPLY

Please enter your comment!
Please enter your name here