ଖଲ୍ଲିକୋଟ ବ୍ଲକ ପରିସର ରେ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକଲ ପ୍ରଦାନ କଲେ ବିଡ଼ିଓ ମିତାଲି ପାତ୍ର

0
283

ଖଲ୍ଲିକୋଟ(ନ୍ୟୁଜଏକ୍ସଟ୍ରା ) ଖଲ୍ଲିକୋଟ ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାରେ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକଲ ବଣ୍ଟନ ହୋଇଯାଇଛି । ଏହି ଅବସର ରେ ବି ଏନ୍ ପୁର ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଭିନ୍ନ କ୍ଷମ ଯୁବକ ସୁଦର୍ଶନ ବାରିକଙ୍କୁ ଟ୍ରାଇ ସାଇକଲ ବଣ୍ଟନ କରାଯାଇଥିଲା । ସ୍ଥାନୀୟ ଗୋଷ୍ଟୀ ଉନ୍ନୟନ ଅଧିକାରୀ ମିତାଲି ପାତ୍ରଙ୍କ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକ ସହକାରୀ ନିର୍ବାହି ଯନ୍ତ୍ରୀ ଛନ୍ଦାଶ୍ରୀ ନାୟକ,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଜଗନ ମୋହନ ସେନାପତି ତ ଥା ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

ରିପୋର୍ଟ :ପ୍ରଦୀପ୍ତ କୁମାର ସାହୁ

LEAVE A REPLY

Please enter your comment!
Please enter your name here