ଜଳିଗଲା ଦୋକାନ ,ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ।

0
316

ଆସିକା (ନ୍ୟୁଜଏକ୍ସଟ୍ରା) ସୋରଡ଼ା ଗୋପୀନାଥ ମନ୍ଦିର ନିକଟ ଏକ ଜଳଖିଆ ଦୋକାନ ରେ ଲାଗିଗଲା ନିଆଁ।ଲକ୍ଷାଧିକ ଟଙ୍କାର ଦୋକାନ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି।ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କରିଛି।ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ସ୍ପଷ୍ଟ ଜଣା ପଡ଼ିନାହିଁ।

ରିପୋର୍ଟ :ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here