ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କରୋନା

0
335

ଲଖନଉ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଟ୍ୱିଟ୍ କରି ଏସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ପ୍ରାଥମିକ ଲକ୍ଷଣ ଦେଖା ଦେବା ପରେ ସେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ସେ ଏବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେଲ୍ଫ କ୍ୱାରେଣ୍ଟାଇନରେ ଅଛନ୍ତି। ଏଥିସହିତ ଏବେ ସବୁ କାର୍ଯ୍ୟ ଭର୍ଚ୍ଚୁଆଲୀ ସମ୍ପାଦିତ କରୁଥିବା ନେଇ ସୂଚନା ଦେଇଛନ୍ତି। ଆଉ ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବାକୁ ପରାମର୍ଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here