ପ୍ରତି ଶନିବାର ଓ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

0
240

ପୁରୀ :ସପ୍ତାହରେ ଦୁଇଦିନ ଅର୍ଥାତ ଶନିବାର ଓ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। କରୋନା ସଂକ୍ରମଣ ବଢ଼ୁଥିବାରୁ ସାଧରଣ ଦର୍ଶନାର୍ଥୀଙ୍କ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଏହି କଟକଣା ଆସନ୍ତା ୨୪ ତାରିଖରୁ ଲାଗୁ ହେବ। ଛତିଶା ନିଯୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି|ଏହି ସମୟରେ ଶ୍ରୀମନ୍ଦିର ଭିତର ବେଢା, ସ୍ୱତନ୍ତ୍ର ବ୍ୟାରିକେଡ, ବଡ଼ଦାଣ୍ଡ ଆଦି ସାନିଟାଇଜେସନ କରାଯିବ।

LEAVE A REPLY

Please enter your comment!
Please enter your name here