ବେଗୁନିଆପଡ଼ା ଜନତା ବିଜ୍ଞାନ ମହାବିଦ୍ୟାଳୟର ଅଧକ୍ଷଙ୍କ ପରଲୋକ

0
386

ବେଗୁନିଆପଡ଼ା(ନ୍ୟୁଜଏକ୍ସଟ୍ରା ) ବେଗୁନିଆପଡ଼ା ଜନତା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ପଣ୍ଡାଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘୋରାଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇବା ପରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ସେ କୋରନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ହୃଦଘାତରେ ମୃତ୍ୟୁ ବରଣ କରାଯାଇଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here