ଶିକ୍ଷକଙ୍କ ଅକାଳ ବିୟୋଗ

0
564

ବେଗୁନିଆପଡା: ଏହି ବ୍ଲକ ଅନ୍ତର୍ଗତ ମଠ ସରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଦୀପ କୁମାର ସାହୁଙ୍କ(୫୨) ଆଜି ଅକାଳ ବିୟୋଗ ଘଟିଛି। ଗତ କିଛି ଦିନ ତଳେ ତାଙ୍କର ଜ୍ୱର ହେବା ପରେ ଗତକାଲି ଅବସ୍ଥା ଗୁରୁତର ହେବା ପରେ ତାଙ୍କୁ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରୁ ଗୁରୁରର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ନେବା ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କର ମୃତ୍ୟୁରେ ମଠ ସରସିଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ରିପୋର୍ଟ :ଭଞ୍ଜ ମହାରଣା

LEAVE A REPLY

Please enter your comment!
Please enter your name here