ବେଗୁନିଆପଡା ବ୍ଲକ କଂଗ୍ରେସ ସଭାପତି ହେଲେ ବୁଲା ଜେନା

0
354

ବେଗୁନିଆପଡା : ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ପାଇଁ ବ୍ଲକ କଂଗ୍ରେସ ସଭାପତି ଭାବେ ନିଯୁକ୍ତି ହେଲେ ଭବାନୀ ପ୍ରସାଦ ଜେନା (ବୁଲା) । ତାଙ୍କୁ ବ୍ଲକ ସଭାପତି ଭାବେ ନିଯୁକ୍ତି ଦେଇଥିବାରୁ ସେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏବଂ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରମେଶ ଚନ୍ଦ୍ର ଜେନା ଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତାଙ୍କ ଉପରେ ଦଳ ଯେଉଁ ଆସ୍ଥା ଓ ବିଶ୍ବାସ ପ୍ରକଟ କରି ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ସେ ଆଗକୁ ବେଗୁନିଆପଡ଼ା ବ୍ଲକ ରେ କଂଗ୍ରେସ ର ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହ ସମସ୍ତ କର୍ମୀ ମାନଙ୍କୁ ଏକାଠି କରି ଦଳୀୟ ନେତୃମଣ୍ଡଳୀ ଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରିବେ ବୋଲି ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here