ଡ଼ଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

0
277

ବେଗୁନିଆପଡ଼ା: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଆଛୁଲି ମଣ୍ଡଳର ଶିକୁଳା ଶାନ୍ତିକେନ୍ଦ୍ର ଠାରେ ଡ଼ଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିନ କରାଯାଇଛି । ଏଥିରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ବିଜେପି ଯୁବ ନେତା କୁମୁଦ ବେହେରା, ପ୍ରଭାକର ବେହେରା ଓ ସୁଶାନ୍ତ ବେହେରାଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ । ସେହିପରି ଆଛୁଲି ମଣ୍ଡଳ ଅରଖପୁର ଶାନ୍ତିକେନ୍ଦ୍ର ଠାରେ ମଧ୍ୟ ଡ଼ଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିନ କରାଯାଇଛି । ଏଥିରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ରମେଶ ପ୍ରଧାନ, ପପୁ ପ୍ରଧାନ ଓ ମିତୁଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ ।

ରିପୋର୍ଟ :ଭଞ୍ଜ ମହାରଣା

LEAVE A REPLY

Please enter your comment!
Please enter your name here