ଆରୋଗ୍ୟ ଭାରତୀର ମାଗଣା ସ୍ବାସ୍ଥ୍ୟ ଶିବିର

0
230

ବ୍ରହ୍ମପୁର: ହରିହର ନଗର ସ୍ଥିତ ହରିହର ଭେଟ ମନ୍ଦିର ପ୍ରାଙ୍ଗଣରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା. ନକୁଳ ସାହୁଙ୍କ ସହାୟତାରେ ରକ୍ତଚାପ, ମଧୁମେହ, ଗଣ୍ଠିବାତ, ଅମ୍ଳପିତ୍ତ ଆଦି ରୋଗୀଙ୍କୁ ପରୀକ୍ଷା କରି ଚିକିତ୍ସା, ପରlମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଏଠାରେ ପ୍ରତ୍ୟେକ ସୋମବାର ସକାଳେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୁଏ l ଶିବିର ପରିଚାଳନାରେ ମନ୍ଦିର କମିଟି ସଭ୍ୟ ସଭ୍ୟା ସହଯୋଗ କରିଥିଲେ l

LEAVE A REPLY

Please enter your comment!
Please enter your name here