ବିଭିନ୍ନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କଲେ ମନ୍ତ୍ରୀ ଆରୁଖ

0
298

ଭଞ୍ଜନଗର : ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ବ୍ଲକ ର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଶୁକ୍ରବାର ୨୦୧ ଜଣ ହିତାଧିକାରୀ ଙ୍କୁ ବାର୍ଦ୍ଧକ୍ୟ,ବିଧବା ଓ ଦିବ୍ୟାଙ୍ଗ ଭତ୍ତା ବଣ୍ଟନ କରିଛନ୍ତି ସ୍ଥାନୀୟ ବିଧାୟକ ତଥା ରାଜ୍ୟ ସରକାର ଙ୍କ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ପ୍ରସାଦ ବିଡ଼ିଓ ଅନୁପ କୁମାର ପଣ୍ଡା ଙ୍କ ସମେତ ବ୍ଲକ୍ ସାଂସଦଙ୍କ ପ୍ରତିନିଧି ବିପ୍ର ଚରଣ ବାରିକ, ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ,ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ବେହେରା, ଉପାଧ୍ୟକ୍ଷ ହିମାଂଶୁ ଶେଖର ବାରିକ ,ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ,ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ରହି ବଣ୍ଟନ କାର୍ଯ୍ୟରେ ସହଯୋଗ କରିଥଲେ l

ରିପୋର୍ଟ : ନିଲୁ ବିଷୋୟୀ

LEAVE A REPLY

Please enter your comment!
Please enter your name here