ଲୋକାର୍ପିତ ହେବ ସିମନବାଡ଼ି ଓ ବୁଡାଗୁଡ଼ା ସ୍ମାର୍ଟ ସ୍କୁଲ

0
247

ବାଲିଗୁଡା,(ନ୍ୟୁଜ ଏକ୍ସଟ୍ରା): ୫-ଟି ହାଇସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମ ଅନୁସାରେ ଗୁରବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କନ୍ଧମାଳ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୧୦ଟି ସ୍କୁଲ ଭର୍ଚୁଆଲ୍‌ ମାଧ୍ୟମରେ ଉଦଘାଟିତ ହେବ । ସେଥିମଧ୍ୟରୁ ଦାରିଙ୍ଗବାଡ଼ି ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ସିମନବାଡ଼ି ଓ ବୁଡାଗୁଡ଼ାଠାରେ ୨ଟି ସ୍ମାର୍ଟ ସ୍କୁଲର ଉଦଘାଟନ କାର୍ଯ୍ୟକ୍ରମ ରହିଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ର ସୂଚନା ଦେଇଛନ୍ତି ।
ରିପୋର୍ଟ,:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here