ମଙ୍ଗରାଜପୁର ବିଦ୍ୟାଳୟରେ ଲୋଗୋ ଉନ୍ମୋଚନ

0
370

ବୁଗୁଡା : ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମ ପଞ୍ଚାୟତର ମଙ୍ଗରାଜପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଭାଗୀୟ ଲୋଗୋ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଭିକାରୀ ପ୍ରଧାନ ଓ ଅଙ୍ଗନୱାଡି କର୍ମୀ ସଂଯୁକ୍ତା କୁମାରୀ ଗୌଡ଼ ଏହି ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଓ ଅଭିଭାବକ ବୃନ୍ଦ ଉପସ୍ଥିତ ଥିଲେ।

ରିପୋର୍ଟ:ସ୍ୱରପ ସୁମନ ମହାରଣା

LEAVE A REPLY

Please enter your comment!
Please enter your name here