ଭରଦ୍ଵାଜ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ଶିବିର

0
242

ବ୍ରହ୍ମପୁର:ହରିହର ନଗର ସ୍ଥିତ ହରିହର ଭେଟ ମନ୍ଦିର ପ୍ରାଙ୍ଗଣରେ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ସଚେତନl ଶିବିର ଅନୁଷ୍ଠିତ ହୋଇଯାଇଛି l ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ରୋଗୀଙ୍କ ରକ୍ତଚାପ, ମଧୁମେହ, ଗଣ୍ଠିବାତ, ଅମ୍ଳପିତ୍ତ ଆଦି ରୋଗର ପରୀକ୍ଷା କରି ଚିକିତ୍ସା, ପରlମର୍ଶ ଓ ଔଷଧ ବିତରଣ କରିଥିଲେ l ପ୍ରତି ସୋମବାର ସକାଳେ ଏହି ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୁଏ l ଶିବିରର ପ୍ରାୟୋଜକ ଥିଲେ ଶ୍ରୀ ଜୟନ୍ତୀ ଲାଲ୍ ନରସି ଚୌହାନ ଓ ମନ୍ଦିର କମିଟିର ସଭ୍ଯ ସଭ୍ୟା ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏହାର ସୁଯୋଗ ନେବାକୁ ମନ୍ଦିର କମିଟି ଅନୁରୋଧ କରିଛନ୍ତି l

LEAVE A REPLY

Please enter your comment!
Please enter your name here