ଚିଙ୍ଗୁଡ଼ିଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ପଖୱାଡା କାର୍ଯ୍ୟକ୍ରମ ଅନୁଷ୍ଠିତ

0
283

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଚିଙ୍ଗୁଡ଼ିଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ପଖୱାଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷକଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ସଫେଇ ଅଭିଯାନରେ ସାମିଲ ହୋଇଥିଲେ। ଏଥିରେ ଏଏନଏମ ସିନେମା ନାଥ, ଅଙ୍ଗନବାଡି କର୍ମୀ କୁନିମଣୀ ପଣ୍ଡା, ଦେବଜାନୀ ଦାସ, ଛବି ମହାରଣା, ଆଶା କର୍ମୀ ପ୍ରତିମା ମୁଦୁଲିଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here