ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ

0
260

ବାଲିଗୁଡା,(ନ୍ୟୁଜ ଏକ୍ସଟ୍ରା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶ ଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକ ଘରେ ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି | ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘର ତାଲା ଝୁଲୁ ଥିଲା l ଘର ଭିତରୁ ଧୂଆଁ ବାହାରୁ ଥିବା ବିଷୟ ଆଖପାଖ ସାହି ବାସିନ୍ଦା,ଓ ନିକଟରେ ଥିବା ସିଆରପିଏଫ୍‌ ବାଟାଲିୟନ ଦେଖିବା ପରେ ଘଟଣା ସ୍ଥଳରେ ପହଂଚି ନିଆଁ କୁ ଆୟତ୍ତ କରୁଥିବା ବେଳେ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିଥିଲେ |
ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here