ଅଙ୍ଗାରଗାଁ ଦଣ୍ଡପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର

0
310

ବେଗୁନିଆପଡା : ରାଜ୍ଯ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ବିଶ୍ଵ ପରିବେଶ ଦିବସ ୨୦୨୨ ଭୁବନେଶ୍ଵର ସ୍ଥିତ ରବିନ୍ଦ୍ର ମଣ୍ଡପଠାରେ ପାଳନ କରାଯାଇଥିବା ବେଳେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ସ୍ଥିତ ଦଣ୍ଡପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟ କୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ମୋନା ଶର୍ମା ଙ୍କ ଠାରୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିପ୍ର ଚରଣ ସାହୁ ପ୍ରକୃତି ମିତ୍ର ପୁରସ୍କାର ଗ୍ରହଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here