ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

0
238

ବାଲିଗୁଡା,(ନ୍ୟୁଜ ଏକ୍ସଟ୍ରା): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଲରିକେତା ଘାଟିରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରାକ୍ଟର l ତେବେ ସୌଭାଗ୍ୟ ବଶତଃ ଡ୍ରାଇଭର ଜଣଙ୍କ ବର୍ତ୍ତି ଯାଇଛନ୍ତି l ସୂଚନା ଯୋଗ୍ୟ ଯେ, ଦ୍ରୁତ ଗତିରେ ଟ୍ରାକ୍ଟର ଚାଳକ ଗାଡି ଚଳାଉଥିବାରୁ ଭାରସାମ୍ୟ ହରାଇ ଘାଟିର ରାସ୍ତା କଡ଼କୁ ଖସିଯାଇଥିଲା l ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ନମ୍ବର ହେଉଛି ଓଡି-୧୨ ସି-୨୮୬୨ l ଖବର ପାଇ ଦାରିଙ୍ଗବାଡି ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଅବ୍ୟାହତ ରଖିଛି l
ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here