ବିଓଆଇ ମ୍ୟାନେଜରଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

0
767

ବେଗୁନିଆପଡ଼ା: ଗଞ୍ଜାମ ଜିଲ୍ଲା ସୁମଣ୍ଡଳ ସ୍ଥିତ ବ୍ୟାଙ୍କ୍ ଅଫ ଇଣ୍ଡିଆ ମ୍ୟାନେଜର ବଳରାମ ପତିଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମ ବ୍ୟାଙ୍କ ପରିସରରେ ଅନୁଷ୍ଠିତ ହୋଇଯାଅଛି । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ୍ ସମସ୍ତ କର୍ମଚାରୀ ଓ ଗ୍ରାହକ ଉପସ୍ଥିତ ଥିଲେ । ଏହି ଅବସରରେ ପୁଷ୍ପଗୁଚ୍ଛ ସହ ଉପଢ଼କୌନ ସହ ଉପହାର ଦେଇ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ମ୍ୟାନେଜର ପତିଙ୍କୁ ଭୁବନେଶ୍ୱର ରିଜନାଲ ଅଫିସକୁ ବଦଳି ହୋଇଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here