ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

0
163

ଛତ୍ରପୁର: ସ୍ଥାନୀୟ ଶ୍ରୀରାମନଗର ସ୍ଥିତ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ପରିସର ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ପ୍ରଧାନାଚାର୍ଯ୍ଯ ରବୀନ୍ଦ୍ରନାଥ ଦାଶ ବର୍ତ୍ତମାନ ପରିସ୍ଥିତିରେ ଯୋଗାସନ ଓ ପ୍ରାଣାୟାମ ଆବଶ୍ୟକତାର ମାର୍ଗଦର୍ଶନ କରିଥିଲେ।
ଶାରୀରିକ ଶିକ୍ଷକ ଚତୁର୍ଭୁଜ ତ୍ରିପାଠୀଙ୍କ ତତ୍ତ୍ବାବଧାନ ରେ ଯୋଗ ଓ ପ୍ରାଣାୟାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ଏନସିସି ,ସ୍କାଉଟ, ଗାଇଡ୍ସ ଶିଶୁମାନଙ୍କ ସହିତ ପରିଚାଳନା କମିଟିର ସମସ୍ତ ସଦସ୍ଯ ଓ ମାତୃଭାରତୀ ଓ ସମସ୍ତ ଆଚାର୍ଯ୍ଯ ଆଚାର୍ଯ୍ଯା ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here