ବ୍ଲକ ସ୍ତରୀୟ ପ୍ରତିଭା ପ୍ରତିଯୋଗିତା କାର୍ଯ୍ୟକ୍ରମ

0
641

ପୋଲସରା (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ପୋଲସରା ଗୋପବନ୍ଧୁ ଉଚ୍ଚବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ପ୍ରତିଭା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଜାଇଛି। ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କୁ ଉପକରଣ ବଣ୍ଟନ କରିଛନ୍ତି।ପୋଲସରା ବିଡ଼ଓ,ତହସିଲଦାର , ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ,ବିଇଓ ,ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here