ଶ୍ରୀ ଅରବିନ୍ଦଙ୍କ ସିଦ୍ଧି ଦିବସ ପାଳିତ

0
143

ଗଞ୍ଜାମ:ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମୁଣ୍ଡୁଳା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ଶ୍ରୀ ଅରବିନ୍ଦଙ୍କ ସିଦ୍ଧି ଦିବସ ପାଳିତ ହୋଇଯାଇଛି। ନେଭେମ୍ବର ୨୪ ଶ୍ରୀ ଅରବିନ୍ଦଙ୍କ ସିଦ୍ଧି ଦିବସ ଅବସରରେ ପ୍ରାତଃ କାଳରେ ମନ୍ତ୍ରଜପ ଓ ଗାଁରେ ଶୋଭାଯାତ୍ରା ସୁରେନ୍ଦ୍ର ପ୍ରଧାନଙ୍କ ପୌରହିତ୍ୟରେ ଏକ ସଭାକାର୍ଯ୍ଯ ଅନୁଷ୍ଠିତ ହୋଇଥିଲା । ଏଥିରେ ଛାତ୍ରଛାତ୍ରୀଙ୍କ ସହ ଅନେକ ଶିକ୍ଷାବିତ୍ ଯୋଗ ଦେଇ ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ସିଦ୍ଧି ପ୍ରାପ୍ତ ସମ୍ପର୍କେ ଆଲୋକପାତ କରିଥିଲେ । ଶିକ୍ଷାକେନ୍ଦ୍ରରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅନ୍ଯ ଅପା ଓ ଭାଇମାନେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here