ସ୍କାଉଟ ଗାଇଡର ଦୀକ୍ଷାନ୍ତ ଦିବସ ସମାରୋହ

0
155

ଗଞ୍ଜାମ:ଗଞ୍ଜାମ ଜିଲ୍ଲାର ବେଗୁନିଆପଡ଼ା ବ୍ଲକ କୁମାରିପାରୀ ଉତିନ୍ନ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷାଧିକାରୀ ଅମିତ ପଟ୍ଟନାୟକଙ୍କ ନିର୍ଦ୍ଧେଶରେ ସ୍କାଉଟ ଗାଇଡର ଦୀକ୍ଷାନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରଘୁନାଥ ପ୍ରଧାନ ହରିଚନ୍ଦନଙ୍କ ତତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ତାଲିମ କମିଶନର ବିକ୍ରମ ମହାରଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନୀଳକଣ୍ଠ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୧୮ ଜଣ ସ୍କଉଟ୍ ଓ ୧୨ ଜଣ ଗାଇଡଙ୍କୁ ଶପଥ ପାଠ କରାଯାଇଥିଲା । ସ୍ଥାନୀୟ ସରପଞ୍ଚ ରଞ୍ଜନ କୁମାର ବେହେରା, ସମିତି ସଭ୍ୟ ସତିଶ କୁମାର ତାରିଣୀ, ବିଦ୍ୟାଳୟ ପରିଚାଳନା କମିଟି ସହ ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here