କୋଦଳା ଥାନାରେ ଯୋଗଦେଲେ ନୂତନ ଥାନାଧିକାରୀ

0
125

ବେଗୁନିଆପଡା : ଗଞ୍ଜାମ ଜିଲ୍ଲା କୋଦଳା ଥାନାରେ ନୂତନ ଥାନାଧିକାରୀ ଭାବେ ଯୋଗ ଦେଲେ ଶ୍ରୀ ସୁବାଷ ବେହେରା । ଆଗରୁ ଶ୍ରୀ ବେହେରା ନୟାଗଡ଼ ଜିଲ୍ଲାର ଇଟାମାଟି ଥାନାରେ କାର୍ଯ୍ୟରତ ଥିଲେ। ନୂତନ ଥାନା ଅଧିକାରୀ ଶ୍ରୀ ବେହେରା ଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟିଛି । ପୂର୍ବରୁ କୋଦଳା ଥାନାରେ କାର୍ଯରତ ଥାନା ଅଧିକାରୀ ଉମାକାନ୍ତ ସାହୁଙ୍କ କଟକ ଜିଲ୍ଲା କୁ ବଦଳି ହୋଇଛି ।

LEAVE A REPLY

Please enter your comment!
Please enter your name here